ବିଜେଡି ଛାଡି ବିଜେପିରେ ମିଶିଲେ ୫୦ରୁ ଅଧିକ ଯୁବକ

ଭୁବନ (ବଡ଼ ଖବର ବ୍ୟୁରୋ): କାମାକ୍ଷାନଗର ନିର୍ବାଚନମଣ୍ଡଳି ଅନ୍ତର୍ଗତ ଭୁବନ ବାଲିବୋ ଠାରେ ବିଜେପି ପକ୍ଷରୁ ଏକ ବିଶାଳ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପ୍ରାର୍ଥୀ ଥିବା ଗୋକୁଳା ନନ୍ଦ ବାରିକଙ୍କ ନେତୃତ୍ୱରେ ପ୍ରାୟ ପଚାଶରୁ ଅଧିକ ଯୁବକ ବିଜେଡି ଛାଡି ବିଜେପିରେ ଯୋଗଦାନ କରିଛନ୍ତି। ଅନ୍ୟମାନଙ୍କ ସହ ବିଜେପି ପ୍ରାର୍ଥୀ ଶତୃଘ୍ନ ଜେନା ନବାଗତ କାର୍ଯ୍ୟକର୍ତ୍ତାଙ୍କୁ ଶୁଭେଚ୍ଛା ଜଣାଇଥିବା ବେଳେ ଡବଲ ଇଞ୍ଜିନ ସରକାର ଗଠନ ପାଇଁ ସମସ୍ତେ ସଂକଳ୍ପ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’