Masthead

ମଦ ମାଫିଆଙ୍କ ଉପରେ ଫ୍ଲାଇଙ୍ଗ ସ୍କ୍ୱାଡ ଭାରି

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲାରେ ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ରବିବାର ଫ୍ଲାଇଙ୍ଗ ସ୍କ୍ୱାଡ୍ ପକ୍ଷରୁ ଭବାନୀପାଟଣା ହିଲ ଟାଉନ ପାଖରେ ଗାଡିମୋଟର ଯାଞ୍ଚ କରାଯାଉଥିବା ସମୟରେ ଏକ କାରରୁ ୩୮୮.୮୦୦ ଲିଟର ବିଭିନ୍ନ ପ୍ରକାର ବିଦେଶୀ ମଦ, ନଗଦ ୩୦ ହଜାର ୫୫୦ ଟଙ୍କା ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଭବାନୀପାଟଣା ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ