ବିଭିନ୍ନ ଦାବି ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୁଖରେ ଗଣଧାରଣା

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଭୀମ ଆର୍ମି ପକ୍ଷରୁ ଛଅ ଦଫା ଦାବିନେଇ ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମୁଖରେ ଗଣଧାରଣା ଓ ପ୍ରତିବାଦ ସଭା ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଯାଜପୁର ସହରର କିଆନାଲି କୂଳ ଛକରୁ ଶୋଭାଯାତ୍ରାରେ ଆସି ବଲାଙ୍ଗିଆ ଗ୍ରାମର ଚତୁପାର୍ଶ୍ଵରେ ଗଢି ଉଠିଥିବା ବେଆଇନ କ୍ରସର ବନ୍ଦ କରିବା, ବଲାଙ୍ଗିଆ ବାସୀଙ୍କୁ ଘରଡିହ ପଟା, ବିଶୁଦ୍ଧ ପାନୀୟ ଜଳ ଓ ପକ୍କା ରାସ୍ତା, ଧାରଣାରତ ଟାଟା ଓ ନୀଳାଞ୍ଚଳ ବାସଚ୍ୟୁତ ପରିବାରଙ୍କ ସମସ୍ୟାର ସମାଧାନ, ପୋଆ ଆଇନକୁ ସମ୍ପୂର୍ଣ କାର୍ଯ୍ୟକାରୀ କରିବା ଓ ଠିକ ସମୟରେ କ୍ଷତିପୂରଣ ପ୍ରଦାନ କରିବା ଅନିତା ଜେନାଙ୍କୁ ନ୍ୟାୟ ପ୍ରଦାନ, ଚାରିନଙ୍ଗଳ ପଂଚାୟତର ଗହରନଗର ଗ୍ରାମକୁ ସବୁଦୁନିଆ ରାସ୍ତା କରିବା, ସରାଇ ମୁଣ୍ଡା ପରିବାରକୁ ୫୦ଲକ୍ଷ୍ୟ କ୍ଷତି ପୂରଣ ଦାବି ନେଇ ଜିଲ୍ଲାପ୍ରଶାସନକୁ ଦାବିପତ୍ର ପ୍ରଦାନ କରିଥିଲେ । ଯଦି ପ୍ରଶାସନ ଦାବି ଗୁଡିକ ସମାଧାନ ନ କରନ୍ତି ତେବେ ଆଗାମୀ ଦିନରେ ଭୀମ ଆର୍ମି ପୁଣି ଥରେ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ