Masthead

ତିହାର ଜେଲରୁ କେଜ୍ରିୱାଲଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତିହାର ଜେଲରୁ କେଜ୍ରିୱାଲଙ୍କ ବଡ଼ ଘୋଷଣା । ମହିଳାମାନଙ୍କ ପାଇଁ ବଡ଼ ଘୋଷଣା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ମୁଖ୍ୟମନ୍ତ୍ରୀ କେଜ୍ରିୱାଲ କହିଛନ୍ତି ଯେ, ମହିଳାମାନଙ୍କୁ ଖୁବ ଶୀଘ୍ର ୧୦୦୦ ଟଙ୍କା ପ୍ରତି ମାସରେ ଦେବେ । ଆମ ଆଦମୀ ପାର୍ଟୀର ନେତା ଆତିଶୀ ଏକ୍ସରେ ଲେଖିଛନ୍ତି ଯେ, ଅରବିନ୍ଦ କେଜ୍ରିୱାଙ୍କୁ ଜେଲରେ ନିଜର ନୁହେଁ ବରଂ ୨ କୋଟି ଦିଲ୍ଲୀବାସୀମାନଙ୍କ ଚିନ୍ତା ରହିଛି ।

ଆଜି ଜେଲରେ ଭେଟିବାବେଳେ ଅରବିନ୍ଦ କେଜ୍ରିୱାଲ ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ସୂଚନା ନେଇଛନ୍ତି । ଗ୍ରୀଷ୍ମ ଯୋଗୁଁ ଦିଲ୍ଲୀରେ ପାଣିର ଅଭାବ ନ ରହିବାର ବ୍ୟବସ୍ଥା କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆତିଶୀ ଆଗକୁ ଲେଖିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ଦିଲ୍ଲୀର ନିଜ ମାଆ-ଭଉଣୀ-ଝିଅଙ୍କ ପାଇଁ ମଧ୍ୟ ସନ୍ଦେଶ ପଠାଇଛନ୍ତି ଯେ, ସେ ଖୁବ ଶୀଘ୍ର ବାହାରକୁ ଆସିବେ । ଦିଲ୍ଲୀର ମହିଳାମାନଙ୍କୁ ପ୍ରତିମାସରେ ୧୦୦୦ ଟଙ୍କା ଲେଖାଏଁ ଦେବାର ଯେଉଁ ପ୍ରତିଜ୍ଞା କରିଛନ୍ତି ତାକୁ ପୂରଣ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ