Masthead

୯ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଗାତାର ୧୫ ଦିନ ଲାଗି ରହିଲାଣି ଅଗ୍ନିବର୍ଷା । ଆହୁରି ୧୦ ଦିନ ନିସ୍ତାର ନାହିଁ । ଆଗାମୀ ୩ ଦିନ ଅତି ପ୍ରଚଣ୍ଡ । ଆଉ ୨/୩ ଡିଗ୍ରୀ ବଢ଼ିଯିବ ଦିନ ତାପମାତ୍ରା । କାଁ ଭାଁ କାଳବୈଶାଖୀକୁ ଛାଡ଼ିଦେଲେ ୧୦ ଦିନ ଯାଏ ବର୍ଷାର ଆଶା ନାହିଁ । ସ୍ଥିତି ଅତି ଗମ୍ଭୀର ହେବାକୁ ଯାଉଛି । ପାଣିପାଗ ବିଶେଷଜ୍ଞଙ୍କ ଏ ପୂର୍ବାନୁମାନ ସମସ୍ତଙ୍କ ହୋସ୍ ଉଡ଼ାଇ ଦେଲାଣି । ଏପ୍ରିଲ ୧୮ ତାରିଖରୁ ଜାରି ରହିଥିବା ଭୀଷଣ ଗ୍ରୀଷ୍ମ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି ।

ଯଦିଓ କଳାହାଣ୍ଡି, ବଲାଙ୍ଗୀର ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କଳାବୈଶାଖୀ ପ୍ରଭାବରେ ପବନ, ବିଜୁଳି ଘଡଘଡି ସହ ବର୍ଷା ହୋଇଛି, କିନ୍ତୁ ରାଜ୍ୟର ଅଧିକାଂଶ ଅଂଚଳରେ ଗ୍ରୀଷ୍ମ ଲହରି ଜାରି ରହିଛି । ଏହି ସ୍ଥିତି ଆଉ ୪-୫ ଦିନ ଲାଗିରହିବ ବୋଲି ପୂର୍ବନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।ତେବେ ମେ’ ୨ ପରେ ପ୍ରବଳ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ ବୋଲି ଆକଳନ କରାଯାଇଛି । ଏସବୁ ଭିତରେ ଆଜି ପାଇଁ ୯ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ମେ’ ୧ ତାରିଖରେ ୬ ଜିଲ୍ଲାକୁ ରେଡ୍ ଆଲର୍ଟ ଦେଇ ସତର୍କ କରାଯାଇଛି । ତେବେ ୨ ତାରିଖ ପରେ ପାଣିପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼