ବିଜେଡିରେ ଯୋଗଦେଲେ ଶତାଧିକ କର୍ମୀ

ପାରଳାଖେମୁଣ୍ଡି (ବଡ଼ ଖବର ବ୍ୟୁରୋ): ବିଜେଡିରେ ଯୋଗଦେଲେ ଶତାଧିକ କର୍ମୀ । ବିଜେଡି ମାଇନୋରିଟି ସେଲ ଅଧ୍ୟକ୍ଷ ତଥା ସିନେଷ୍ଟାର ମୁନା ଖାନ ଏବଂ ପାରଳାଖେମୁଣ୍ଡି ବିଜେଡି ବିଧାୟକ ପ୍ରାର୍ଥୀ ରୂପେଶ ପାଣିଗ୍ରାହୀ ନିର୍ବାଚନୀ ପ୍ରଚାର ନିମନ୍ତେ ଗୁମା ବ୍ଲକ ଗସ୍ତ କରିଥିଲେ । ଏହି ଅବସରରେ କଂଗ୍ରେସର ବହୁ ନେତା ଓ କର୍ମୀ ବିଜେଡି ଦଳରେ ଯୋଗ ଦେଇଥିଲେ ।

ବିଜୁ ବାବୁଙ୍କ ସମୟରୁ ତାଙ୍କ ସହ କାର୍ଯ୍ୟ କରୁଥିଲୁ ବର୍ତ୍ତମାନ ତାଙ୍କ ପୁତ୍ର ନବୀନ ବାବୁଙ୍କ କାର୍ଯ୍ୟ ଏବଂ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ଆଜି ବିଜେଡିରେ ଯୋଗଦାନ କରିଛୁ ବୋଲି କହିଛନ୍ତି ନୁତନ ଭାବେ ଯୋଗଦାନ କରିଥିବା ଲୋକମାନେ କହିଛନ୍ତି । ସେପଟେ ମୁନା ଖାନ ଓ ରୂପେଶ ଏକ ଘଣ୍ଟାରୁ ଅଧିକ ସମୟ କର୍ମୀମାନଙ୍କ ସହ ଆଲୋଚନା କରିବା ଏବଂ ନବୀନ ବାବୁଙ୍କ ଭାବମୁର୍ତ୍ତୀ ସମ୍ବନ୍ଧୀୟ ତଥ୍ୟ ଜନସାଧାରଣଙ୍କୁ ଅବଗତ କରାଇବା ସହ ସ୍ଥନୀୟ ଅଞ୍ଚଳର ପ୍ରତ୍ୟେକ ସମସ୍ୟା ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’