Masthead

ଟାଙ୍ଗୀରେ ବନବିଭାଗର ଚଢ଼ାଉ, ମୋରମ ବୋଝେଇ ହାଇୱା ଜବତ

ଟାଙ୍ଗୀ, (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବନାଞ୍ଚଳ ରେଞ୍ଜ ଅନ୍ତର୍ଗତ ପାତ୍ରପଡ଼ା ମୈଜା ଜଙ୍ଗଲ ଜମିରେ ଅହରହ ବେଆଇନ ମାଙ୍କଡ଼ା ପଥର ଖନନ ଚାଲିଛି । ବିଶେଷ ସୂତ୍ରରୁ ଖବର ପାଇ ଆଜି ଟାଙ୍ଗୀ ରେଞ୍ଜର ଅଚାନକ ଚଢ଼ାଉ କରି ଏକ ମୋରମ ବୋଝେଇ ହାଇୱା ଜବତ କରିଛନ୍ତି । ତେବେ ହାଇୱା ଚାଳକ ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ଚଢ଼ାଉରେ ଭୁଷଣ୍ଡପୁର ଫରେଷ୍ଟର ଓ କର୍ମଚାରୀ ସାମିଲ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ