Masthead

ନିର୍ବାଚନ ଲଢ଼ି ନପାରନ୍ତି ପ୍ରିୟଙ୍କା !

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନାର୍ବାଚନ ଲଢିନପାରିନ୍ତି ପ୍ରିୟଙ୍କା ଗାନ୍ଧି । ନିର୍ବାଚନ ତାରିଖ ଘୋଷଣା ପରେ ପ୍ରାର୍ଥୀଚୟନକୁ ନେଇ ଦ୍ୱନ୍ଦ ଲାଗିରହିଛି । ବି‌‌ଶେଷ ସୂତ୍ରରୁ ଜଣାପଡ଼ିଛି କି ପ୍ରିୟଙ୍କା ଗାନ୍ଧି ଲୋକସଭା ନିର୍ବାଚନ ଲଢ଼ିବେ ନାହିଁ। ସେ କେବଳ ନିର୍ବାଚନ ପ୍ରଚାର କରିବେ । ରାହୁଲ ଗାନ୍ଧି ଆମେଠିରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ନା ରାୟବରେଲିରୁ ତାହା ଆଗାମି ୨୪ ଘଣ୍ଟା ମଧ୍ୟରେ ଚୂଡାନ୍ତ ନିଷ୍ପତ୍ତି ନିଆଯିବ । ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଭାଇ ଭଉଣୀଙ୍କୁ ଆମେଠି ଏବଂ ରାୟବେରେଲିରୁ ପ୍ରାର୍ଥୀ କରିବା ପାଇଁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କୁ ପରାମର୍ଶ ଦିଆଯାଇଥିଲା ।

୨୦୧୯ ନିର୍ବାଚନରେ ରାହୁଲ ଗାନ୍ଧି ଏବଂ ସ୍ମୃତି ଇରାନୀ ମଧ୍ୟରେ କଡା ଟକର୍ ହୋଇଥିଲା । ନିର୍ବାନରେ ରାହୁଲ ୪.୧୩ ଲକ୍ଷ ଭୋଟ ପାଇଥିଲେ ସେହିପରି ସ୍ମୃତି ଇରାନୀ ୪ ଲକ୍ଷ ୬୮ ହଜାର ଭୋଟ୍ ପାଇଥିଲେ । ତେଣୁ ପାଖାପାଖି ୫୫ ହଜାର ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିଲେ ସ୍ମୃତି ଇରାନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ