Masthead

ଆପକୁ ଝଟ୍‌କା, ମନୀଷ ସିସୋଦିଆଙ୍କୁ ମିଳିଲାନି ଜାମିନ

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍‌କା। ମନୀଷ ସିଶୋଦିଆଙ୍କ ଜାମିନ ଆବେଦନକୁ ରାୱଜ ଏଭିନ୍ୟୁ କୋର୍ଟ ଦ୍ୱିତୀୟ ଥର ପାଇଁ ଖାରଜ କରି ଦେଇଛନ୍ତି ।

ଦିଲ୍ଲୀ ଅବକାରୀ ନୀତି ମାମଲାରେ ମନୀଷ ସିଶୋଦିଆଙ୍କ ଜାମିନ ଆବେଦନ ଉପରେ ଶୂଣାଣି କରି କୋର୍ଟ ରାୟ ସଂରକ୍ଷିତ ରଖିଥିଲେ । ରାୱଜ ଏଭିନ୍ୟୁ କୋର୍ଟର ବିଚାରପତି ଜଷ୍ଟିସ କାବେରୀ ବାବେଜାଙ୍କ ସାମ୍ନାରେ ସିବିଆଇ କହିଥିଲା କି, ଦିଲ୍ଲୀ ଅବକାରୀନୀତି ମାମଲାରେ ମୁଖ୍ୟ ଅପରାଧୀ ହେଉଛନ୍ତି ମନୀଷ ସିସୋଦିଆ । ତାଙ୍କୁ ଜାମିନ ଦେବା ଉଚିତ୍ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା