Masthead

ବରଗଡ଼ ବିଧାନସଭା ବିଜେପି ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ ଭରିଲେ ନାମାଙ୍କନ ।

ବରଗଡ଼(ବଡ଼ ଖବର ବ୍ୟୁରୋ): ଆଜି ବରଗଡ଼ ବିଧାନସଭା ପାଇଁ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ତାଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଗୋବିନ୍ଦପାଲି ସ୍ଥିତ ବାସଭାବନରୁ ବାହାରି ଶିବ ମନ୍ଦିର ରୁ ପୂଜାର୍ଚ୍ଚନା କରି ଭଜନାଶ୍ରମ ସ୍ଥିତ ଜିରା ନଦୀ ପଡ଼ିଆରୁ ହଜାର ହଜାର କର୍ମୀ ଓ ସମର୍ଥକ ମାନଙ୍କ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ୟ୍ୟାଳୟକୁ ଯାଇ ନାମାଙ୍କନ ପତ୍ର ଦାଖଲ କରିଥିଲେ । ସାଙ୍ଗରେ ନିଜ ସ୍ତ୍ରୀ କଳ୍ପନା ପୁଅ କାର୍ତିକ ଓ ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର, ଲୋକସଭା ପ୍ରାର୍ଥୀ ପ୍ରଦୀପ ପୁରୋହିତ , ପୂର୍ବତନ ବରଗଡ଼ ସାଂସଦ ପ୍ରଭାସ ସିଂ ,ଡି ମୁରଲୀ କ୍ରିଷ୍ଣା ଓ ଅନେକ ବରିଷ୍ଠ ସଦସ୍ୟ ସାମିଲ ହୋଇଥିଲେ । ଚଳିତ ନିର୍ବାଚନରେ ଲୋକେ ନିଶ୍ଚୟ ଆଶ୍ରିବାଦ ଦେଇ ବିଜୟ କରିବେ ବୋଲି କହିଛନ୍ତି ବିଜେପି ପ୍ରାର୍ଥୀ ଅଶ୍ୱିନୀ ଷଡ଼ଙ୍ଗୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ