Masthead

ଧର୍ମଶାଳାରେ ବିଜେଡିର ଶକ୍ତି ପ୍ରଦର୍ଶନ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳି ୧୨ନଂ ଜୋନରେ କର୍ମୀ ସମ୍ମିଳନୀ କରି ବିଜେଡି ତାର ଶକ୍ତି ପ୍ରଦର୍ଶନ କରିଛି । ସଂଯୋଜକ ପ୍ରହଲ୍ଲାଦ ଲେଙ୍କାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ଓ ସାଂସଦ ପ୍ରାର୍ଥୀନୀ ଶର୍ମିଷ୍ଠା ସେଠୀ ଯୋଗ ଦେଇ କର୍ମୀମାନଙ୍କୁ ଉଦବୋଧନ ଦେଇ କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ପାଇଁ ଅନେକ ଯୋଜନା କରିଛନ୍ତି।

ତାଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବା ପାଇଁ ଆମେ ଚଳିତ ନିର୍ବାଚନରେ ତାଙ୍କ ହାତ ମୁଠାକୁ ଟାଣ କରିବା। ଥରେ ବିଧାୟକ ପାଇଁ ଓ ଆଉ ଥରେ ସାଂସଦ ପ୍ରାର୍ଥୀନିଙ୍କ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ନିବେଦନ କରିଥିଲେ। ବହୁ ସଂଖ୍ୟାରେ କର୍ମୀ ଉପସ୍ଥିତ ଦେଖିବାକୁ ମିଳିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ