Masthead

ପଦ୍ମ ଧରିଲେ ରୂପାଲି ଗାଙ୍ଗୁଲି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପିରେ ମିଶିଲେ ଜଣାଶୁଣା ଟେଲି ଅଭିନେତ୍ରୀ ରୂପାଲି ଗାଙ୍ଗୁଲି । ଅଭିନେତ୍ରୀରୁ ଏବେ ରାଜନୀତିରେ ପ୍ରବେଶ କରିଛନ୍ତି। । ରୂପାଲି ବର୍ତ୍ତମାନ ଅନୁପମା ସିରିଏଲର ଏକ ମୁଖ୍ୟ ଚରିତ୍ରରେ ଅଭିନୟ କରୁଥିବା ବେଳେ ତାଙ୍କ ଲୋକପ୍ରିୟତା ଆକାଶଛୁଆଁ ରହିଛି। ରୂପାଲିଙ୍କ ସହ ଫିଲ୍ମ ନିର୍ଦ୍ଦେଶକ ଅମୟ ଯୋଶୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି। ଅମୟ ଅନେକ ମରାଠୀ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି।

ରୂପାଲି ବିଜେପିର ଦିଲ୍ଲୀ ମୁଖ୍ୟାଳୟରେ ପହଞ୍ଚି ଦଳର ସଦସ୍ୟତା ଗ୍ରହଣ କରିଥିଲେ। ବିଜେପିରେ ସାମିଲ ହୋଇ ଅଭିନେତ୍ରୀ କହିଥିଲେ ଯେ, ଯେତେବେଳେ ମୁଁ ବିକାଶର ଏହି ମହାଯଜ୍ଞକୁ ଦେଖିଲି, ସେତେବେଳେ ମୁଁ ଅନୁଭବ କଲି ଯେ ମୁଁ ମଧ୍ୟ ଏଥିରେ ଭାଗ ନେବା ଉଚିତ୍। ମୁଁ ଆପଣଙ୍କ ଆଶୀର୍ବାଦ ଏବଂ ସମର୍ଥନ ଆବଶ୍ୟକ କରେ। ମୁଁ ଯାହା ବି କରିବି ତାହା ଠିକ୍ ଏବଂ ଭଲ ହେବା ଉଚିତ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ