Masthead

ତାତିରୁ ମିଳିଲା ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଶ୍ୱସ୍ତି ଦେଲା କାଳବୈଶାଖୀ । ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ ବର୍ଷା । କଟକ, ଭୁବନେଶ୍ୱରରେ ମେଘୁଆ ପାଗ ସହ ଝିପିଝିପି ବର୍ଷା । କାଳବୈଶାଖୀ ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । । ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳକୁ ଆଲର୍ଟ ଜାରି କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ