ହଠାତ ନଦୀକୁ ଡେଇଁ ପଡିଲେ ଯୁବକ

ପାରାଦୀପ (ବଡ଼ ଖବର ବ୍ୟୁରୋ): ହଠାତ ନଦୀକୁ ଡେଇଁ ପଡିଲେ ଯୁବକ। ଦୀର୍ଘ ସମୟ ଧରି ଭିଡିଓ କଲରେ କଥା ହେଉଥିଲେ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ପାରାଦୀପ ଅଠରବାଙ୍କି କାଉଡିଆ ନଦୀରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତନାଘନା କରୁଛି । ସେପଟେ ପୋଲ ନିକଟରେ ଥିବା ମୋବାଇଲ ଓ ସାର୍ଟକୁ ନେଇଛି ପୋଲିସ। ଅଗ୍ନିଶମ ବିଭାଗ ପକ୍ଷରୁ ପାଣିରେ ଚାଲିଛି ଖୋଜା ଖୋଜି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’