Masthead

ବାକି ୩ ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ବିଜେଡିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ବାକିଥିବା ୩ ଆସନରେ ପ୍ରାର୍ଥୀ ଘୋଷଣା କଲା ଦଳ । କୋରେଇ, ଖଣ୍ଡପଡା ଓ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛି । କୋରେଇରୁ ସନ୍ଧ୍ୟାରାଣୀ ଦାସ, ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ସୁକାନ୍ତ ନାୟକଙ୍କୁ ଟିକେଟ ଦେଇଛି ବିଜେଡି । ଦେବଗଡ଼ରେ ପ୍ରାର୍ଥୀ ବଦଳାଇଲା ବିଜେଡି । ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ହେଲେ ପ୍ରାର୍ଥୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼