Masthead

ଦିଲ୍ଲୀ ହାଇକୋର୍ଟ ଗଲେ ମନୀଷ ସିସୋଦିଆ

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ହାଇକୋର୍ଟ ଗଲେ ମନୀଷ ସିସୋଦିଆ । ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍‌ରେ ରହିଛନ୍ତି ମନିଷ ସିସୋଦିଆ । ରାଉଜ ଆଭେନ୍ୟୁ କୋର୍ଟ ଓ ସୁପ୍ରିମକୋର୍ଟରେ ଦିଲ୍ଲୀ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ଜାମିନ ଆବେଦନ ଖାରଜ ହେବା ପରେ । ସେ ବର୍ତମାନ ଦିଲ୍ଲୀ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଶୁକ୍ରବାର ହେବ ।

ସିବିଆଇ ଓ ଇଡି ଉଭୟ ମାମଲାର ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଏହି ମାମଲାର ଶୁଣାଣି ଜଷ୍ଟିସ୍‌ ମନମୋହନ ଓ ଜଷ୍ଟିସ ମନମିତ ପିଏସ୍‌ ଅରୋରାଙ୍କ ଖଣ୍ଡପୀଠ ଶୁକ୍ରବାର ହେବା ନେଇ ଜଣାପଡିଛି । ସୂଚନାରୁ ଆନୁସାରେ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗତ ବର୍ଷ ଫେବ୍ରୁଆରୀରେ ସିବିଆଇ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା। ଏହାପରେ ଏହି ମାମଲାର ଟଙ୍କା ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ