Masthead

୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଘସିପୁରାରୁ ଶମ୍ବୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା, ବାରବାଟୀ କଟକରୁ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ବେଗୁନିଆରୁ ପ୍ରକାଶ ଚନ୍ଦ୍ର ରଣ ବିଜୁଳିଙ୍କୁ ବିଜେପି ଟିକେଟ୍‌ ଦେଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ସୁଧାଂଶୁଙ୍କୁ ପଛରେ ପକାଇବେ ଏହି ଆଇପିଏସ୍ 🔴 ଝାଡ଼ଖଣ୍ଡରେ ଛାତ୍ର ରଣହୁଙ୍କାର, ବିଧାନସଭା ନିକଟରେ ହଙ୍ଗାମା 🔴 ହର ହର ମହାଦେବ ଧ୍ୱନିରେ ମୁଖରିତ ଲିଙ୍ଗରାଜ ମନ୍ଦିର, ଭକ୍ତଙ୍କ ଅସମ୍ଭାଳ ସମାଗମ 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍