Masthead

ଓଡ଼ିଶା ଆସୁଛନ୍ତି ରାହୁଲ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଆଜି ରାୟଗଡା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଏଥିପାଇଁ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଏହା ପରେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିବେ। ରାୟଗଡ଼ା ଜିଆଇଏସିଆର କଲେଜ ନିକଟ ସଭାସ୍ଥଳକୁ ଯାଇ ନ୍ୟାୟ ରାଲିକୁ ସମ୍ବୋଧିତ କରିବେ ।

ଅପରାହ୍ନ ୧୨ଟା ୧୦ରୁ ସାଢ଼େ ୧ଟାଏ ମଧ୍ୟରେ ରାହୁଲ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନୀ ସଭାରେ ରାହୁଲ ଆଦିବାସୀ ଓ ଓବିସି ସମ୍ବନ୍ଧୀୟ ପ୍ରସଙ୍ଗରେ ମତ ରଖିବାର ସମ୍ଭାବନା ରହିଛି । ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏମ୍.ବିକ୍ରମ ଭଟ୍ଟୀ, ପିସିସି ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ଗତକାଲି ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଥିଲା।ଚଳିତ ନିର୍ବାଚନରେ ରାହୁଲଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି