Masthead

ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ’ ୨୦ତାରିଖରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ । ଓଡ଼ିଶାର ୫ ଲୋକସଭା ଓ ଏହା ଅନ୍ତର୍ଗତ ବିଧାନସଭା ଆସନ ସମେତ ୮ ରାଜ୍ୟର ୪୯ ଲୋକସଭା ଆସନରେ ପଡିବ ଭୋଟ।

ପଞ୍ଚମ ପର୍ଯ୍ୟାୟରେ ବିହାରର ୫, ଝାଡଖଣ୍ଡର ୩, ମହାରାଷ୍ଟ୍ର ୧୩, ଉତ୍ତରପ୍ରଦେଶର ୧୪, ପଶ୍ଚିମବଙ୍ଗର ୭, ଜାମୁ ଓ କାଶ୍ମୀରର ଗୋଟିଏ ଓ ଲଦାଖର ଗୋଟିଏ ଆସନରେ ହେବ ଭୋଟ। ଜୁନ ୪ରେ ପ୍ରକାଶ ପାଇବ ଫଳ। ବର୍ତ୍ତମାନ ସୁଦ୍ଧା ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବାବେଳେ ଆଉ ୫ଟି ପର୍ଯ୍ୟାୟ ମତଦାନ ବାକି ରହିଛି। ମେ ୭ରେ ହେବ ତୃତୀୟ ପର୍ଯ୍ୟାୟ ମତଦାନ। ସେହିପରି ମେ ୧୪ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଏବଂ ଜୁନ ୧ରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ଭୋଟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା