Masthead

ବିଜେଡି ଛାଡ଼ିଲେ ରବି ନାରାୟଣ ମହାପାତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଛାଡ଼ିଲେ ରବି ନାରାୟଣ ମହାପାତ୍ର । ଦଳୀୟ ଅବହେଳା ପ୍ରତିବାଦରେ ଛାଡ଼ିଲେ ଦଳ । ପୂର୍ବତନ ରାଜ୍ୟସଭା ସାଂସଦ ଓ ରଣପୁର ବିଧାୟକ ରବି ନାରାୟଣ ମହାପାତ୍ର । ସ୍ୱାଧୀନ ଭାବେ ନିର୍ବାଚନ ଲଢିବା ହେଉଛି ଚର୍ଚ୍ଚା । ରବି ନାରାୟଣ ମହାପାତ୍ର ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଥିଲେ ରଣପୁର ବିଧାୟକ ଥିଲେ । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ଥିଲେ ବିଜେଡିର ରାଜ୍ୟସଭା ସାଂସଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ