Masthead

ନୀଳଗିରିରେ ସନ୍ତୋଷ ଖଟୁଆଙ୍କୁ ମୈଦାନକୁ ଓହ୍ଲାଇଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପିର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା । ନୀଳଗିରି ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ ଘୋଷଣା କଲା ଦଳ । ସନ୍ତୋଷ ଖଟୁଆ ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ । ଦଳ ସୁକାନ୍ତ ନାୟକଙ୍କୁ ଟିକେଟ ଦେବାରୁ ବିଜେଡି ଛାଡ଼ିଥିଲେ । ସନ୍ତୋଷଙ୍କୁ ବିଜେପି ପ୍ରାର୍ଥୀ କରିବା ପରେ ରୋଚକ ହୋଇଛି ନୀଳଗିରି ଲଢେଇ ।

ଗତଥର ବିଜେଡି ଟିକେଟରେ ନିର୍ବାଚନ ଲଢି ପରାଜିତ ହୋଇଥିଲେ ସନ୍ତୋଷ । କିନ୍ତୁ ସଙ୍ଗଠନ ସହ ଜଡିତ ଥିବାରୁ ପୁଣିଥରେ ଟିକେଟ ପାଇଁ ଆଶାବାଦୀ ଥିଲେ । ତେବେ ଗତକାଲି ବିଜେଡି ଏଠାରେ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଥିଲା । ଯାହାକୁ ନେଇ ସନ୍ତୋଷଙ୍କ କର୍ମୀ ଅସନ୍ତୋଷ ପ୍ରକାଶ କରିଥିଲେ । ବିଜେଡି ଟିକେଟ ନ ପାଇବା କାରଣରୁ ଦଳ ଛାଡିଥିବା ସନ୍ତୋଷଙ୍କୁ ନୀଳଗିରିରେ ପ୍ରାର୍ଥୀ କରିଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼