Masthead

ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିବ ପାଗ । ତାତିରୁ ମିଳିବ ଆଶ୍ୱସ୍ତି । ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ । କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିବ ।

ଆଜି ଏବଂ ଆସନ୍ତାକାଲି ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ହିଟ୍ୱେଭ୍ ସ୍ଥିତି ଉପୁଜିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରୀ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ମଧ୍ୟରେ ରହିବ । ଏହାପରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ