Masthead

ଓଡ଼ିଶା ଆସୁଛନ୍ତି ଏସ ଜୟଶଙ୍କର, କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ଏସ ଜୟଶଙ୍କର । ଏସ. ଜୟଶଙ୍କର ଭୁବନେଶ୍ୱର ପହଞ୍ଚିବା ପରେ ବିଭିନ୍ନ ଖବର କାଗଜର ଏଡିଟରଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ପରେ ବୁଦ୍ଧିଜୀବୀଙ୍କ ସହ ସମ୍ମିଳନୀ କରିବା ସହ ଏକ ସାମ୍ବାଦିକ ସମ୍ମିଳନୀ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏସ୍ ଜୟଶଙ୍କର ଏହି ଦୁଇ ଦିନର ଗସ୍ତ ବେଳେ ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ସହ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ଗୁରୁମନ୍ତ୍ର ଦେବେ।

ଆସନ୍ତାକାଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଭୁବନେଶ୍ୱରରେ ଦଳର ନିର୍ବାଚନ ସଂକ୍ରାନ୍ତୀୟ ଆଲୋଚନା କରିବେ । ଏହାପରେ କଟକରେ ଦଳୀୟ ସଦସ୍ୟଙ୍କ ସହ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିବେ । ୬ ତାରିଖରେ ମୋଦୀଙ୍କର ଓଡ଼ିଶାରେ ପ୍ରଥମ ନିର୍ବାଚନୀ କାର୍ଯ୍ୟକ୍ରମ ହେବାକୁ ଯାଉଛି । ଏହି ଗସ୍ତ ବେଳେ ମୋଦୀ ବ୍ରହ୍ମପୁର ଓ ନବରଙ୍ଗପୁରରେ ସାଧାରଣ ସଭାର ଆୟୋଜନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି