Masthead

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ । ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି। ଅନ୍ୟପଟେ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର। ସେହିପରି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଆସନ୍ତାକାଲି ଓଡ଼ିଶା ଆସବାର କାର୍ୟ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ