Masthead

ଶ୍ମଶାନରେ ଶବଦାହ ବେଳେ ମହୁମାଛି ଆକ୍ରମଣ, ୬ ଜଣ ଗୁରୁତର

ବସ୍ତା(ବଡ଼ ଖବର ବ୍ୟୁରୋ): ଶବଦାହ କରିବାକୁ ଆସିବାବେଳେ ମହୁମାଛି ଆକ୍ରମଣ । ଶ୍ମଶାନରେ ଶବ ଦାହ ବେଳେ ମହୁମାଛି ଆକ୍ରମଣ, ୬ ଜଣ ଗୁରୁତର । ବାଲେଶ୍ୱର ଜିଲ୍ଲା ଜଳେଶ୍ଵର ବ୍ଲକ ଡେମୁରିଆ ଗ୍ରାମରେ ଘଟିଛି ଏଭଳି ଅଘଟଣ । ଗ୍ରାମର ଅନନ୍ତ ଜେନାଙ୍କର ମୃତ୍ୟୁ ଘଟିଥିଲା। ଆଜି ସକାଳେ ଗ୍ରାମବାସୀମାନେ ଶବ ଦାହ କରିବା ପାଇଁ ତାଙ୍କ ମୃତଦେହକୁ ମଶାଣିକୁ ନେଇଯାଉଥିଲେ। ଶ୍ମଶାନ ପହଞ୍ଚିବା କ୍ଷଣି ହଠାତ୍ ମହୁ ମାଛି ଆକ୍ରମଣ କରିଥିଲା । ଲୋକମାନେ ଶବ ଛାଡ଼ି ଜୀବନ ବିକଳେ ଦୌଡ଼ି ପଳାଇ ଯାଇଥିଲେ। ସେମାନଙ୍କ ଭିତରୁ ୬ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଜଳେଶ୍ଵର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି ପରିବାର ଲୋକେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଧୂଆଁ ପ୍ରୟୋଗ କରି ମହୁମାଛିକୁ ଘଉଡାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ