Masthead

‘ବାରଣାସୀରୁ ଲଢନ୍ତୁ କେଜ୍ରିୱାଲ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାରଣାସୀରୁ ଲୋକସଭା ନିର୍ବାଚନ ଲଢିବା ପାଇଁ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପରାମର୍ଶ ଦେଇଛନ୍ତି। ଆଇପି ସିଂ କହିଛନ୍ତି ଯେ ଉତ୍ତର ପ୍ରଦେଶର ବାରାଣାସୀ ଲୋକ ସଭା ଆସନରୁ ଆପ ସଂଯୋଜକ ଅରବିନ୍ଦ କେଜରିୱାଲ କିମ୍ବା ତାଙ୍କ ସ୍ତ୍ରୀ ସୁନୀତା କେଜରିୱାଲ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ। ସହଯୋଗୀ ଦଳ ଏ ବିଷୟରେ ଗମ୍ଭୀର ଭାବରେ ଚିନ୍ତା କରିବା ଉଚିତ।

ବାରାଣାସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଇଣ୍ଡିଆ ମେଣ୍ଟ ପାଇଁ ସେ ତିନିଟି ନାମ ପରାମର୍ଶ ଦେଇଛନ୍ତି ବୋଲି ଏସପି ନେତା ଆଇପି ସିଂ ଦାବି କରିଛନ୍ତି। ସେ କହିଛନ୍ତି ଯେ ବାରାଣାସୀ ଲୋକ ସଭା ଆସନରୁ ଅରବିନ୍ଦ କେଜ୍ରିୱାଲ, ତାଙ୍କ ସ୍ତ୍ରୀ ସୁନୀତା କେଜ୍ରିୱାଲ କିମ୍ବା ଆପ ଏମପି ସଞ୍ଜୟ ସିଂ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ