Masthead

ଓଡ଼ିଶାରେ ଥିବା ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇନି: ଏସ୍. ଜୟଶଙ୍କର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ପ୍ରେସ୍‌ମିଟ୍‌ । ପ୍ରେସମିଟ କରି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ କହିଛନ୍ତି ଜି-୨୦ରେ କୋଣାର୍କ ଚକ୍ରକୁ ସ୍ଥାନିତ କରିଥିଲେ ପ୍ରଧାନମନ୍ତ୍ରୀ । ଓଡ଼ିଶାର କଳା, ସଂସ୍କୃତିକୁ ମୋଦିଙ୍କ ଭଲ ପାଇବାର ଏହା ନିଦର୍ଶନ । ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି ।

୫୩ ଲକ୍ଷ ମହିଳାଙ୍କୁ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ୍‌ ମିଳିଛି । ସ୍ୱନିଧି ଯୋଜନାରେ ୫୪ ହଜାର ଉପଭୋକ୍ତା ଓଡ଼ିଶାର ଅଛନ୍ତି । ମୋଦିଙ୍କ ସହଯୋଗୀ ଭଳି ଓଡ଼ିଶାରେ ସରକାର ହେବା ଉଚିତ । ଓଡ଼ିଶା ସହଯୋଗରେ ସଂସଦରେ ୪ଶହ ପାର୍‌ ହେବା ବିଶ୍ୱାସ । ଓଡ଼ିଶାରେ ଥିବା ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇନି । ଚଳିତ ନିର୍ବାଚନରେ ଓଡ଼ିଶା ଲୋକ ମୋଦିଙ୍କୁ ସଶକ୍ତ କରିବା ବିଶ୍ୱାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି