Masthead

୫ ଦିନ ଯାଏଁ କାଳବୈଶାଖୀ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିପାରେ ଆଶ୍ବସ୍ତି । ଆଗାମୀ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା । ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ଦିନ ତାପମାତ୍ରା । ୭ ଏବଂ ୮ରେ ତୀବ୍ର ହୋଇପାରେ କାଳବୈଶାଖୀ ପ୍ରଭାବ । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ୭ ତାରିଖ ପରେ ବର୍ଷାର ପରିମାଣ ବୃଦ୍ଧି ହେବ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଉତର-ପଶ୍ଚିମ ଓ ପଶ୍ଚିମ ଦିଗରୁ ବହୁଥିବା ପବନ ଧୀରେ ଧୀରେ ଦୁର୍ବଳ ହେଉଥିବା ବେଳେ ବଙ୍ଗୋପସାଗରରୁ ଆସୁଥିବା ପବନ ଶକ୍ତିଶାଳୀ ହେଉଛି । ଫଳରେ ବର୍ଷା ହେବା ସହ ତାପମାତ୍ରା ହ୍ରାସ ପାଇବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ଗ୍ରୀଷ୍ମ ପ୍ରଭାବ ନେଇ ୧୯ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା