Masthead

ବାହାନଗା ବ୍ଲକରେ ବିଜେଡିର ଜୋରଦାର ପ୍ରଚାର

ବାହାନଗା(ବଡ଼ ଖବର ବ୍ୟୁରୋ): ନିର୍ବାଚନକୁ ନେଇ ଚାଲିଛି ଜୋରଦାର ପ୍ରଚାର । ସୋର ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ମାଧବ ଚନ୍ଦ୍ର ଧଡ଼ା ନିଜ ସମର୍ଥକଙ୍କ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି । ବାହାନଗା ବ୍ଲକର ପଣ୍ଡାଶୁଣି, ଗୋପାଳପୁର ପଂଚାୟତର ବିଭିନ୍ନ ସ୍ଥାନରେ ନିଜ ସମର୍ଥକଙ୍କୁ ଧରି ସଭା କରିବା ସହ ନିଜ ସପକ୍ଷରେ ପ୍ରଚାର ଆରମ୍ଭ କରିଛନ୍ତି । ବାହାନଗା ବ୍ଲକରେ ଯେଉଁ ସବୁ ଉନ୍ନତି ହୋଇ ପାରିନାହିଁ ସେଗୁଡିକୁ ଗୁରୁତର ସହ ସମାଧାନ କରିବେ ବୋଲି କହିଛନ୍ତି ବିଧାୟକ ପ୍ରାଥୀ ମାଧବ ଧଡ଼ା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି