Masthead

ଆସନ୍ତା ୮ରେ ରାଜନାଥ ଓ ୧୨ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନ ପ୍ରଚାରରେ କମ୍ପୁଛି ମଇଦାନ। ବିଜେପି ଫୋକସରେ ଓଡ଼ିଶା । ଓଡ଼ିଶା ଆସିଛନ୍ତି ବିଜେପିର ହେଭିୱଟ ନେତା । ପ୍ରଧଶନମନ୍ତ୍ରୀ ମୋହି ଓ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଆଜି ଓଡ଼ିଶା ଆସୁଥିବା ବେଳେ ଆସନ୍ତା ମେ’ ୮ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ରାୟଗଡ଼ାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ରାଜନାଥ ସିଂ ।

ସେହିପରି ୧୨ ତାରିଖରେ ପୁଣି ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ । ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ସୂଚନା ମିଳିଛି । କିଛି ଦିନ ପୂର୍ବରୁ ବ୍ରହ୍ମପୁରକୁ ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥିଲେ ଅମିତ ଶାହ । ବିଜେଡି ସରକାରକୁ ଉପାଡି ଫିଙ୍ଗିବାକୁ କର୍ମୀଙ୍କୁ ଆହ୍ୱାନ ଦେଇଥିଲେ । ତେଣୁ ଆଗାମୀ କିଛି ଦିନ ଓଡ଼ିଶାରେ ପ୍ରଚାର ମୈଦାନ ସରଗରମ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ