Masthead

ବିକଶିତ ଭାରତ ପାଇଁ ବିଶ୍ବବନ୍ଧୁ ହେବା ଜରୁରୀ: ଏସ୍. ଜୟଶଙ୍କର

କଟକ(ବଡ଼ ଖବର ବ୍ୟୁରୋ): କଟକରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ଉଦବୋଧନ । ବୁଦ୍ଧିଜୀବୀ ସମ୍ମିଳନୀରେ ବୈଦେଶିକ ମନ୍ତ୍ରୀଙ୍କ ଉଦବୋଧନ । ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ ବୋଲି କହିଲେ ଏସ. ଜୟଶଙ୍କର । ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି । ଜୟଶଙ୍କର ଏହି ଆଧାରରେ ଆଗାମୀ ୨୫ ବର୍ଷର ଯାତ୍ରା ସ୍ଥିର କରାଯିବ’ । ଭାରତ ଆଜି ଏପରି ଏକ ଦେଶ ସମସ୍ତେ ଏଠାରେ ନିବେଶ କରିବାକୁ ଆସୁଛନ୍ତି । ବିଦେଶ ନୀତି ସଫଳ ହେଲେ ଦେଶର ଛବି ଦୁନିଆରେ ପ୍ରତିଫଳିତ ହୁଏ । କୋଭିଡରେ ପ୍ରଭାବିତ ସତ୍ତ୍ବେ ଆମ ଅର୍ଥନୀତି ଟ୍ରାକକୁ ଫେରିଛେ । ୧୦ ବର୍ଷ ତଳେ ଆମେ କେବଳ ଆମଦାନୀ କରୁଥିଲୁ, ଏହା ଆମ ଇମେଜ ଥିଲା ବୋଲି କହିଛନ୍ତି ଏସ୍. ଜୟଶଙ୍କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା