Masthead

ଭୁବନେଶ୍ୱରରେ ଜେପି ନଡ୍ଡା, ଉନ୍ମୋଚନ କରିବେ ବିଜେପି ନିର୍ବାଚନୀ ଇସ୍ତାହାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ବିଜେପି ସଭାପତି ଜେପି ନଡ୍ଡା । ବିଜେପି ସଂକଳ୍ପ ପତ୍ର ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ପରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ