Masthead

ପୁରୀ କଂଗ୍ରେସ କାର୍ଯ୍ୟାଳୟରେ ଭଙ୍ଗାରୁଜା

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ଅସନ୍ତୁଷ୍ଟ କଂଗ୍ରେସ କର୍ମୀଙ୍କ ଭଙ୍ଗାରୁଜା । ସୁଜିତ ମହାପାତ୍ରଙ୍କୁ ଟିକେଟ୍ କାଟିବା ପରେ ଅସନ୍ତୁଷ୍ଟ ସମର୍ଥକ ଜିଲ୍ଲା କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି । ଏହାସହ ସୁଜିତଙ୍କ ସମର୍ଥକ ଉମା ରଥ ଗୋ-ବ୍ୟାକ୍ ନାରା ଦେଇଛନ୍ତି । ଗତକାଲି ସୁଜିତ ମହାପାତ୍ର ନାମାଙ୍କନ ଭରିଥିଲେ । ନାମାଙ୍କନର ପରଦିନ ଟିକେଟ୍ କାଟି ଦେଇଛି କଂଗ୍ରେସ । କାହିଁକି ଦଳ ତାଙ୍କ ଟିକେଟ୍ କାଟିଲା, ସେ ନେଇ ପ୍ରଶ୍ନ କରିଛନ୍ତି ସମର୍ଥକ । ପୁରୁଖା ନେତା ଉମ୍ମାବଲ୍ଲଭ ରଥଙ୍କ ଉପରେ କଂଗ୍ରେସ ଦଳ ଭରସା କରି ସଦର ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥି ଭାବେ ଘୋଷଣା କରିଛି। ଯାହାକୁ ନେଇ ସୁଜିତ୍ ମହାପାତ୍ର ଅସନ୍ତୋଷ ପ୍ରକାଶ କରିବା ସହ ପ୍ରଦେଶ କଂଗ୍ରେସ ଷଡଯନ୍ତ୍ର କରି ତାଙ୍କ ଟିକେଟ୍ କାଟିଥିବା କହିଛନ୍ତି। ଦଳ ତାଙ୍କର ଟିକେଟ କାଟିଥିବାରୁ କର୍ମୀମାନେ ଉତକ୍ଷିପ୍ତ ହୋଇ କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା କରିଛନ୍ତି। ଦଳୀୟ ପୋଷ୍ଟର,,ପତାକା ଚିରିବା ସହ ହଲ୍ଲାବୋଲ ମଧ୍ୟ କରିଛନ୍ତି। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ