Masthead

ପ୍ରକାଶ ପାଇଲା ICSE ଦ୍ୱାଦଶ ଓ ଦଶମ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଆଇସିଏସଇ ଦ୍ୱାଦଶ ଓ ଦଶମ ରେଜଲ୍ଟ । ଓଡ଼ିଶାର ଆଇସିଏସଇ ଦଶମରେ ପାସ୍ ହାର ରହିଛି ୯୯.୦୮ ପ୍ରତିଶତ । ୮ ହଜାର ୭୩୯ ପିଲା ପରୀକ୍ଷା ଦେଇଥିବା ବେଳେ ୯୦ ଜଣ ଫେଲ୍ ହୋଇଛନ୍ତି । ଆଇସିଏସଇ ଦଶମରେ ବାଜି ମାରିଛନ୍ତି ଝିଅ। ପୁଅଙ୍କ ଅପେକ୍ଷା ଝିଅଙ୍କ ପାସ୍ ହାର ଅଧିକ ରହିଛି । ସେହିପରି ଆଇସିଏସଇ ଦ୍ୱାଦଶରେ ପାସ୍ ହାର ରହିଛି ୯୮.୯ ପ୍ରତିଶତ । ୧ ହଜାର ୭୨୬ ଜଣ ପରୀକ୍ଷା ଦେଇଥିବା ବେଳେ ଫେଲ ହୋଇଛନ୍ତି ମାତ୍ର ୧୯ ଜଣ । ଏଥିରେ ମଧ୍ୟ ଝିଅଙ୍କ ପାସ୍ ହାର ୯୮.୯୫ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ୍ ହାର ରହିଛି ୯୮.୮୫ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା