Masthead

ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ବେଳେ ଉମା-ସୁଜିତ୍ ମୁହାଁମୁହିଁ

ପୁରୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଟିକେଟ କଟିବା ପରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କଲେ ସୁଜିତ୍ ମହାପାତ୍ର। ଗତକାଲି ଉମାବଲ୍ଲଭ ରଥଙ୍କୁ ଆକ୍ରମଣ କରିବା ଘଟଣାରେ ଥାନାରେ ଅଟକ ଥିଲେ ସୁଜିତ୍। ଥାନାରୁ ଆସିବା ପରେ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କଲେ ସୁଜିତ୍ ମହାପାତ୍ରା ତେବେ ନାମାଙ୍କନ ଦାଖଲ ପୂର୍ବରୁ କଂଗ୍ରେସର ଦୁଇଗୋଷ୍ଠୀ ହାତାହାତି ହୋଇଛନ୍ତି ।

ଉମାବଲ୍ଲଭ ରଥ ଓ ସୁଜିତ ମହାପାତ୍ରଙ୍କ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ନେତା ଆଜି ନାମାଙ୍କନ ଭରିବା ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଛନ୍ତି। ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ବେଳେ ଉମା-ସୁଜିତ୍ ମୁହାଁମୁହିଁ । ଉମା ଓ ସୁଜିତ ନାମାଙ୍କନ ଦାଖଲ ପାଇଁ ଯାଇଥିଲେ। ଉମା କଂଗ୍ରେସରୁ ଓ ସୁଜିତ ସ୍ବାଧୀନ ଭାବେ ନୋମିନେସନ୍ କରିବାକୁ ଯାଇଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟରେ ଠେଲାପେଲା, ମୁଥ ମରାମରି ପରିସ୍ଥିତି ସୃଷ୍ଟି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର