Masthead

ଓହ୍ଲାଇ ପାରିଲାନି ନବୀନଙ୍କ ହେଲିକପ୍ଟର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର । କାଳବୈଶାଖୀ ପବନ ଯୋଗୁଁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି । ଖଡ଼ିଆଳରୁ ସଭାସାରି ଫେରିଲା ବେଳେ ଓହ୍ଲାଇ ପାରିଲାନି ହେଲିକପ୍ଟର । ଭୁବନେଶ୍ୱରରେ ଓହ୍ଲାଇ ନପାରି ଝାରସୁଗୁଡ଼ା ଗଲା ହେଲିକପ୍ଟର । ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ସୁରକ୍ଷିତ ଭାବେ ଓହ୍ଲାଇଲା । ପାଗ ବଦଳିବା ପରେ ଝାରସୁଗୁଡ଼ାରୁ ବାହାରିବ ନବୀନଙ୍କ ହେଲିକପ୍ଟର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ