Masthead

ସଂରକ୍ଷଣକୁ ନେଇ ପ୍ରଧାନମନ୍ତ୍ରୀଙ୍କୁ ରାହୁଲଙ୍କ ଟାଗେର୍ଟ

ତେଲେଙ୍ଗାନା(ବଡ଼ ଖବର ବ୍ୟୁରୋ):ସଂରକ୍ଷଣକୁ ନେଇ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଟାଗେର୍ଟ କରିଛନ୍ତି । ପ୍ରଧାନମନ୍ତ୍ରୀ ଓବିସି, ଏସସି-ଏସଟି ଲୋକଙ୍କଠାରୁ ସଂରକ୍ଷଣ ଛଡ଼ାଇବାକୁ ଚାହୁଁଛନ୍ତି ବୋଲି ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି । ରାହୁଲ ଗାନ୍ଧୀ ସୋମବାର ତେଲେଙ୍ଗାନାରେ ତାଙ୍କ ରୋଡ୍ ସୋ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂରକ୍ଷଣ ବନ୍ଦ କରିବାକୁ ତଥା ସମ୍ବିଧାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଥିବା କହିଛନ୍ତି ।

ରାହୁଲ କହିଛନ୍ତି ବିଜେପି ୪୦୦ ଆସନ ଜିତିଲେ ଦେଶର ସମ୍ବିଧାନ ପରିବର୍ତ୍ତନ ବିଷୟରେ କହୁଛନ୍ତି । ଜନସାଧାରଣଙ୍କୁ ଏହି ବିପଦକୁ ବୁଝିବାକୁ ପଡିବ ଏବଂ ଏହାକୁ ଦୃଷ୍ଟିରେ ରଖି କଂଗ୍ରେସକୁ ସମର୍ଥନ କରିବାକୁ ପଡିବ । ସେ କହିଛନ୍ତି ଆଜି ଦେଶର ଗରିବ ଲୋକ ଯାହା ପାଇଛନ୍ତି, ସବୁକିଛି ସମ୍ବିଧାନ ଦ୍ୱାରା ଦିଆଯାଇଛି, କିନ୍ତୁ ବିଜେପି ନେତାମାନେ ସମ୍ବିଧାନ ରଦ୍ଦ କରିବାକୁ କହୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼