Masthead

ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା ବିଜ୍ଞପ୍ତି । ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ କରାଯିବ । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମେ ୧୪ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ଚାଲିବ। ମେ ୧୫ରେ ପ୍ରାର୍ଥତ୍ପତ୍ର ଯାଞ୍ଚ କରାଯିବା ପାଇଁ ସମୟ ଧାର୍ୟ୍ୟ ହୋଇଥିବା ବେଳେ ୧୭ ତାରିଖରେ ପ୍ରତ୍ୟାହାର କରାଯିବ। ଜୁନ୍‌ ୧ ତାରିଖରେ ଭୋଟ ଗ୍ରହଣ ହେବ ଓ ୪ ତାରିଖରେ ଫଳାଫଳ ପ୍ରକାଶ ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ