Masthead

ମିଳିଲା ୩୪ କୋଟିରୁ ଅଧିକ ଟଙ୍କା, ଗିରଫ ହେଲେ ମନ୍ତ୍ରୀଙ୍କ ସଚିବ ଓ ଗୃହ ସହାୟକ

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ): ଗିରଫ ହେଲେ ଝାଡଖଣ୍ଡ ମନ୍ତ୍ରୀଙ୍କ ପିଏସ ଓ ଚାକର । ଚଢ଼ାଉ ପରେ ଝାଡ଼ଖଣ୍ଡ ମନ୍ତ୍ରୀ ଆଲମଗିର ଆଲାମଙ୍କ ଓଏସଡି ସଞ୍ଜୀବ ଲାଲ ଏବଂ ତାଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କୁ ଗିରଫ କରିଛି ଇଡି । ସୋମବାର ସକାଳୁ ରାତି ପର୍ଯ୍ୟନ୍ତ ଚାଲିଥିବା ସର୍ଚ୍ଚ ଅପରେସନ୍ ସମୟରେ ଇଡି ଜାହାଙ୍ଗୀର ଆଲାମଙ୍କ ଘରୁ ନଗଦ ୩୫.୨୩ କୋଟି ଟଙ୍କା ଜବତ କରିଥିଲା। ଚଢ଼ାଉ ସମୟରେ ନୋଟ୍ ଗଣତି ପାଇଁ ପାଖାପାଖି ୫ଟି ମେସିନ୍ ଡକାଯାଇଥିବା ବେଳେ ସେଥିରୁ ଗୋଟିଏ ମଧ୍ୟ ନଷ୍ଟ ହୋଇଯାଇଛି। ଆଲମ ଗିରଙ୍କ ବ୍ୟକ୍ତିଗତ ସଚିବଙ୍କ କର୍ମଚାରୀଙ୍କ ଦରମା ମାତ୍ର ୧୫ ହଜାର ଟଙ୍କା। ଏଭଳି ସ୍ଥିତିରେ ପ୍ରଶ୍ନ ଉଠୁଛି ୧୫ ହଜାର ଟଙ୍କାରେ କାମ କରୁଥିବା ଜଣେ ବ୍ୟକ୍ତି ଏତେ ନୋଟ୍ କେଉଁଠୁ ଆଣିଲେ? ତେବେ ଏନେଇ ପୋଲିସ ପୂରା ଘଟଣାର ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ