Masthead

୧୦ ତାରିଖରେ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍‌ ସୋ’ । ୧୦ ତାରିଖ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ଆରମ୍ଭ ହେବ ପ୍ରଧାନମନ୍ତ୍ରୀଙ୍କ ରୋଡ୍‌ ସୋ’ । ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ । ରୋଡ଼ ସୋ ରେ ଯୋଗ ଦେବାକୁ ଅଡିଓ ବାର୍ତ୍ତା ଦ୍ୱାରା ଜନସାଧାରଣଙ୍କୁ ଅପିଲ କଲେ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ । ଗତକାଲି ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରଣହୁଙ୍କାର ଦେଇଛନ୍ତି । ୪ ଜୁନରେ ଏକ୍ସପାଏରୀ ହେବ ବିଜେଡି ସରକାର । ୧୦ଜୁନରେ ଓଡ଼ିଶାରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବା ନେଇ ଘୋଷଣା କରିଥିଲେ । ଓଡ଼ିଶାରେ ବିଜେଡି ହେବ ଅସ୍ତ, ଲୋକେ ବିଜେପି ଉପରେ ଆଶ୍ବସ୍ତ ହେବେ । ପ୍ରଧାନମନ୍ତ୍ରୀଙ୍କ ଏହି ଘୋଷଣା ପରେ ବିଜେଡି ଶିବିର ଏବେ ଥର ହର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ..