ପାଟକୁରା ରେ ବିଜେଡିରେ କର୍ମୀ ସମ୍ମିଳନୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଆଗାମୀ ସାଧାରଣ ନିର୍ବାଚନ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହଉଛି । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀରେ ନି ତିପ୍ରମୁଖ ଦଳ ତାହାର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ ବିଜୟ ମହାପାତ୍ରଙ୍କ ପୁଅ ତଥା ବିଜୁ ଜନତା ଦଳର ପ୍ରାର୍ଥୀ ଅରବିନ୍ଦ ମହାପାତ୍ର ଗରଦପୁର ବ୍ଲକ କଳାବୁଦା ପଞ୍ଚାୟତ ବାରୁଣୀ ବଜାର ନିକଟରେ ପଞ୍ଚାୟତ ସ୍ତରୀୟ କର୍ମୀ ସମ୍ମିଳନୀ କରିଥିଲେ । ଯେଉଁଥିରେ ପାଟକୁରାର ବିଧାୟକ ପାର୍ଥୀ ଅରବିନ୍ଦ ମହାପାତ୍ରଙ୍କ ସହ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରର ସାଂସଦ ପାର୍ଥୀ ଶ୍ରୀଯୁକ୍ତ ଅଂଶୁମାନ ମହାନ୍ତି ଯୋଗଦେଇ ଥିଲେ । ଏହି ସଭାରେ ହଜାର ହଜାର ସଂଖ୍ୟାରେ କର୍ମୀ ଓ ଶୁଭେଛୁ ମାନେ ଯୋଗ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ