Masthead

ପଦ୍ମ ଧରିଲେ ଶେଖର ସୁମନ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ବିଜେପିରେ ସାମିଲ ହେଲେ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ଶେଖର ସୁମନ । ଶେଖର ସୁମନଙ୍କ ସହ କଂଗ୍ରେସ ମୁଖପାତ୍ର ରାଧିକା ଖେଡା ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ନୂଆଦିଲ୍ଲୀରେ ପାର୍ଟି ମୁଖ୍ୟାଳୟରେ ଉଭୟ ନେତା ବିଜେପିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି । ଏହି ଅବସରରେ ବହୁ ବରିଷ୍ଠ ବିଜେପି ନେତା ଉପସ୍ଥିତ ଥିଲେ । ବିଜେପିରେ ଯୋଗ ଦେବା ପରେ ଶେଖର ସୁମନ କହିଛନ୍ତି, “ମୁଁ ଏହି ପଦକ୍ଷେପ ନେବି ବୋଲି ଗତକାଲି ପର୍ଯ୍ୟନ୍ତ ଜାଣିନଥିଲି।

ଭଗବାନଙ୍କୁ ଧନ୍ୟବାଦ ସେ ମୋତେ ଏପରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୁଁ ସକାରାତ୍ମକ ଚିନ୍ତାଧାରା ସହିତ ଆସିଛି । ରାମ ଯାହା ନିଷ୍ପତ୍ତି ନେଇଛନ୍ତି ତାହା କରିବାକୁ ହେବ । ମୋ ମନରେ କେବଳ ଦେଶ ବିଷୟରେ ଚିନ୍ତା ଅଛି । ମୋଦୀ ଜୀଙ୍କ ମାର୍ଗଦର୍ଶନରେ ଦେଶ ଯେଉଁ ବିକାଶ କରୁଛି ସେଥିରେ ଯୋଗଦେବା ପ୍ରତ୍ୟେକ ଭାରତୀୟଙ୍କ କର୍ତ୍ତବ୍ୟ ।’

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା