Masthead

ଦିପାଳି ଦାସଙ୍କ ମାରାଥନ ପ୍ରଚାର

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଜିଲ୍ଲା ଅନ୍ତର୍ଗତ ଲଇକେରା ବ୍ଲକଠାରେ ବିଜେଡି ବିଧାୟିକା ପ୍ରାର୍ଥୀ ସୁଶ୍ରୀ ଦୀପାଲି ଦାସ ଆଜି ମାରାଥନ ପ୍ରଚାର ଆରମ୍ଭ କରିଛନ୍ତି । ଲଇକେରା ସ୍ଥିତ ସମଲେଶ୍ବରୀ ମନ୍ଦିର ଦର୍ଶନ ପରେ ଏକ ଶୋଭାଯାତ୍ରା କରି ଦଳୀୟ କାର୍ୟ୍ୟାଳୟ ପହଞ୍ଚି କର୍ମୀ ମାନଙ୍କୁ ଚଳିତ ନିର୍ବାଚନରେ ବିଜୟ ହେବା ପାଇଁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ । ଏହାପରେ କୁଲେମୁରା ଗ୍ରାମପଞ୍ଚାୟତ ମୁଦ୍ରାଯୋର ଗ୍ରାମ ମୁଣ୍ଡାପଡା ଠାରେ ଏକ ବୈଠକର ଆୟୋଜନ କରିଥିଲେ । ଏହି ବୈଠକ ପରେ ବାଇକ ରାଲିକରି ଏକ ବିରାଟ ସଭାରେ ଯୋଗଦେଇଥିଲେ । ଚଳିତ ନିର୍ବାଚନରେ ନିଜ ଆଶିର୍ବାଦ ପ୍ରଦାନ କରନ୍ତୁ ବୋଲି ଦୀପାଲି ଦାସ ଅନୁରୋଧ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ