ନବରଙ୍ଗପୁରରୁ ୨ ରୁବେଲା ଭାଇରସ୍ ରୋଗୀ ଚିହ୍ନଟ

ରାଇଘର (ବଡ଼ ଖବର ବ୍ୟୁରୋ): ନବରଙ୍ଗପୁର ଜିଲ୍ଲାରେ ରୁବେଲା ଆତଙ୍କ । ନବରଂଗପୁରରୁ ୨ ରୁବେଲା ଭାଇରସ୍ ରୋଗୀ ଚିହ୍ନଟ ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର -୫ଟି ସାମ୍ପଲରୁ ୨ ଆକ୍ରାନ୍ତ ଚିହ୍ନଟ, ବୟସ ଯଥାକ୍ରମେ ୭ ଓ ୨ ବର୍ଷ ଗାଁରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ଉପସ୍ଥିତ । ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ଥିଲେ ୨ ଶିଶୁ ।

ଆଜି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଏକ ପ୍ରତିନିଧି ଦଳ ପଡ଼ାଲ ଗୁଡା ଗ୍ରାମ ଗସ୍ତ କରି ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥି ସହ ପରିବାର ବର୍ଗଙ୍କ ସହ ଆଲୋଚନା କରି ପାରିପାର୍ଶ୍ଵିକ ସ୍ଥିତି ଅନୁଧ୍ୟାନ କରିଥିଲେ। ରୁବେଲା ଏକ ସଂକ୍ରାମକ ରୋଗ ହୋଇଥିବାରୁ ଦୁଇ ଶିଶୁଙ୍କୁ ସଙ୍ଗରୋଧରେ ରଖିବାକୁ ନିର୍ଦେଶ ଦିଆଯାଇଛି। ଶିଶୁ ମାନଙ୍କ ସହ ପରିବାର ବର୍ଗ ମଧ୍ୟ ସତର୍କ ରହିବାକୁ କୁହାଯାଇଛି। ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର କର୍ମକର୍ତ୍ତା ଉପସ୍ଥିତ ଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ