Masthead

ବିଜେଡି ସରକାରରେ ଯେଉଁ ସୁବିଧା ମିଳୁନି, ବିଜେପି ଆସିଲେ ମିଳିବ: ରାଜନାଥ ସିଂ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ସଭାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଅନେକ ଥର ଓଡ଼ିଶା ଆସିଛି, କିନ୍ତୁ ଏଥର ମାହୋଲ ବଦଳିଛି । ଏଥର ୨୧ରୁ ୨୧ ଲୋକସଭା ସିଟ୍ ଜିତିବୁ ଓଡ଼ିଶାବାସୀ କହୁଛନ୍ତି । ବିଜେଡି ସରକାରରେ ଯେଉଁ ସୁବିଧା ମିଳୁନି, ବିଜେପି ଆସିଲେ ମିଳିବ । ଆୟୁଷ୍ମାନ ଭାରତ ଯୋଜନା ପ୍ରସଙ୍ଗ ଉଠାଇ ଟାର୍ଗେଟ କଲେ ରାଜନାଥ ସିଂ ।

ରାଜ୍ୟରେ ବିଜେପି ସରକାର ଆସିଲେ ଆୟୁଷ୍ମାନ ସୁବିଧା ମିଳିବ । ସମସ୍ତଙ୍କୁ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ମିଳିବ । ଆମେ ଯାହା କହୁ, ତାହା କରୁ କହିଲେ ରାଜନାଥ ସିଂ । ଲମ୍ବା ସମୟ କଂଗ୍ରେସ ଦେଶରେ ଶାସନ କଲା । କେହି ବି ଦେଶରୁ ଗରିବୀ ହଟାଇ ପାରିଲେନି । କିନ୍ତୁ ମୋଦି ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି । ପ୍ରଥମେ ଓଡ଼ିଶା ଆସିଲା ବେଳେ ଗରିବୀ ଦେଖିବାକୁ ମିଳୁଥିଲା । କିନ୍ତୁ ଏବେ ଓଡ଼ିଶାରେ ପରିବର୍ତ୍ତନ ଦେଖିବାକୁ ମିଳୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ