Masthead

ଛତିଶଗଡ଼ ଉପ ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ାରେ ନିର୍ବାଚନ ପ୍ରଚାର ।

ନୂଆପଡା(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟ ମତଦାନ ତାରିଖ ଯେତେ ପାଖେଇ ପାଖେଇ ଆସୁଛି ଷ୍ଟାର ପ୍ରଚାରକ ମାନେ ନିଜ ଦଳ ପାଇଁ ଜୋରସୋରରେ ପ୍ରଚାର ଚଲେଇଛନ୍ତି । ଆଜି ନୂଆପଡା ବିଧାନସଭାରେ ବିଜେପି ବିଧାୟକ ପ୍ରାର୍ଥୀ ଅଭିନନ୍ଦନ ପଣ୍ଡାଙ୍କ ପାଇଁ ଛତିଶଗଡ଼ ଉପ ମୁଖ୍ୟମନ୍ତ୍ରୀ ଅରୁଣ ସାଓ ପ୍ରଚାର କରିଛନ୍ତି ।

ନୂଆପଡା ଜିଲ୍ଲା ଛତିଶଗଡ଼ ସୀମା ସହିତ ଲାଗି ରହିଥିବାରୁ ସେଠାରେ ଥିବା ବିଜେପି ସରକାରର ପ୍ରଭାବ ପଢିପାରେ ବୋଲି ଚର୍ଚ୍ଚା ହେଉଛି । ଆଜି ଛତିଶଗଡ଼ ଉପ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ପଣ୍ଡାଙ୍କ ପାଇଁ ପ୍ରଚାର କରିବା ସହ ନୂଆପଡ଼ା ତଥା ଓଡ଼ିଶାରେ ମଧ୍ୟ ବିଜେପିର ସରକାର ହେବ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି