Masthead

ଆଜି ଆସୁଛନ୍ତି ରାଜନାଥ-ଭୂପେନ୍ଦ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ଫୋକସ୍‌ରେ ଓଡ଼ିଶା । ଆସୁଛନ୍ତି ରାଜନାଥ-ଭୂପେନ୍ଦ୍ର । ଆଜି ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ପୁରୀ ସଂସଦୀୟ କ୍ଷେତ୍ର ରଣପୁର ନିର୍ବାଚନମଣ୍ଡଳିକୁ ଆସିବେ ରାଜନାଥ । ବିଜେଡି ବିରୋଧରେ ବିଜେପିର କେନ୍ଦ୍ରୀୟଙ୍କ ନେତୃତ୍ୱଙ୍କ ବିସ୍ତୃତ ରୋଡ୍ ମ୍ୟାପ୍। ୨୪ ନିର୍ବାଚନ ପାଇଁ ବିଜେଡିକୁ କଡ଼ା ଟକ୍କର ଦେବାକୁ ଓଡ଼ିଶା ଆସୁଛନ୍ତି ବିଜେପିରେ ଜଣକ ପରେ ଜଣେ ହେଭିୱେଟ ।

ଏପଟେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ସୋ ଥିବାବେଳେ ସେପଟେ ଆସିବେ ଦୁଇ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୂପେନ୍ଦ୍ର ଯାଦବ। କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୁରୀ ଲୋକସଭା ରଣପୁର ନିର୍ବାଚନମଣ୍ଡଳି ଯାଇ ନିର୍ବାଚନ ପ୍ରଚାର କରିବେ। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ। ସେହିପରି କଳାହାଣ୍ଡି ଯିବେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ। ଦିନ ୧୧ଟାରେ ଧର୍ମଗଡ଼ କଲେଜ ପଡିଆ ଏବଂ ଅପରାହ୍ନ ସାଢେ ୩ଟାରେ ଜୟପାଟଣାଠାରେ ନିର୍ବାଚନ ପ୍ରଚାର କରିବେ ଭୂପେନ୍ଦ୍ର ଯାଦବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା