Masthead

ବନ୍ଧାହେଲେ ଗୋମାଂସ ଚାଲାଣକାରୀ

ନିଆଳି, (ବଡ଼ ଖବର ବ୍ୟୁରୋ): କଟକ ଜିଲ୍ଲା ନିଆଳି ଅଥଙ୍ଗା ବସ୍ତିରେ ଦେଖିବାକୁ ମିଳିଛି ଅଭାବନୀୟ ଦୃଶ୍ୟ । ଗୋମାଂସ ଚୋରା ଚାଲାଣ କରାଯାଉଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଦୁଇଜଣଙ୍କୁ ଗିରଫ କରିଛି । ଗୋମାଂସ ଓ ଚମଡା ଜବତ କରିଛି ନିଆଳି ପୋଲିସ । ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ସୁରକ୍ଷା ଦୃଷ୍ଟିରୁ ୬ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

ଦୀର୍ଘଦିନ ହେବ ଅଥଙ୍ଗା ବସ୍ତିରେ ଗାଈ କଟା ଯାଉଥିଲା । ବାହାର ରାଜ୍ୟକୁ ମଧ୍ୟ ଗୋମାଂସ ଚାଲାଣ କରାଯାଉଥିଲା । ଗୁରୁବାର ୨୦ ଅଧିକ ଗୋରୁ କଟାଯାଉଥିଲା । ଯାହାକୁ ନେଇ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ଏହି ଘଟଣାକୁ ନେଇ ପରିସ୍ଥିତି ଅସମ୍ଭାଳ ହୋଇଥିଲା । ସୁରକ୍ଷା ଦୃଷ୍ଟିରୁ ପୋଲିସ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼