Masthead

କେଜ୍ରିୱାଲଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଜାମିନ । ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ଅନ୍ତରୀଣ ଜାମିନ ଦେଲେ ସୁପ୍ରିମକୋର୍ଟ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ କେଜ୍ରିୱାଲଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଅନ୍ତରୀଣ ଜାମିନ ପ୍ରଦାନ କରିବା ସହ ଆସନ୍ତା ଜୁନ୍ ୨ ତାରିଖରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଅନ୍ତରୀଣ ଜାମିନ ପାଇବା ପରେ କେଜ୍ରିୱାଲ ଏବେ ଆପ୍ ପାଇଁ ପ୍ରଚାର କରିବେ । ଏହାପୂର୍ବରୁ ନିର୍ବାଚନ ପ୍ରଚାର ପାଇଁ କେଜ୍ରିୱାଲଙ୍କୁ ଜାମିନ ଦିଆଯିବା ପ୍ରସଙ୍ଗକୁ ଜୋରଦାର ବିରୋଧ କରିଥିଲା ଇଡି ।

ତେବେ ନିର୍ବାଚନ ଆଧାରରେ କେଜ୍ରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବାକୁ ଇଡି ବିରୋଧ କରିଛି ଏବଂ ସେମିତି କିଛି ପ୍ରାବଧାନ ନ ଥିବା କହିଛି। ଏହାର ଜବାବରେ କୋର୍ଟ କହିଥିଲେ କି, ୨୧ ଦିନ ପାଇଁ କେଜ୍ରିୱାଲ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ଦ୍ୱାରା କୌଣସି ପରିବର୍ତ୍ତନ ହେବ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼