Masthead

୫ ଦିନ ଯାଏଁ ପ୍ରବଳ ବର୍ଷା !

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୫ ଦିନ ଯାଏଁ ପାଗରେ ପରିବର୍ତ୍ତନ ନାହିଁ । ୫ ଦିନ ଯାଏଁ କାଁଭାଁ ସ୍ଥାନରେ ବିକ୍ଷିପ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । କେନ୍ଦୁଝର, ବାଲେଶ୍ୱର, ମୟୂରଭଂଜ, କେନ୍ଦ୍ରାପଡ଼ା, ଭଦ୍ରକରେ ବର୍ଷା ପାଇଁ ଆଲର୍ଟ ଜାରି । ଉତ୍ତର-ଦକ୍ଷିଣ ଉପକୂଳ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ଟ୍ୱିନ୍ ସିଟିରେ ଆଜି ରାତିରେ ବର୍ଷା ହେବା ନେଇ ପୂର୍ବାନୁମାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି